• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 4th Mar To 10th Mar 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ..

ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।

Virgo

କନ୍ୟା

Monday 04 Mar 2024

ସ୍ୱାସ୍ଥ୍ୟରେ ଉନ୍ନ୍‌ତି ହୋଇ ଗୃହସ୍ଥ ଜୀବନ ସୁଖମୟ ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଭଲ କାର୍ଯ୍ୟ କରି ପଦୋନ୍ନ୍‌ତି ପାଇବେ । ଉଚ୍ଚ ପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ । ଜନ ସମ୍ପର୍କ ବୃଦ୍ଧି ପାଇବ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ ।

ପ୍ରତିକାର- ବିଷ୍ଣୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :