• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 4th Mar To 10th Mar 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ..

ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।

Libra

ତୁଳା

Monday 04 Mar 2024

ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ବଜାୟ ରହିବ । ନୂତନକର୍ମ ନିଯୁକ୍ତି ପାଇବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ ।

ପ୍ରତିକାର- ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :