• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 4th Mar To 10th Mar 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ..

ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।

Scorpio

ବିଛା

Monday 04 Mar 2024

ସ୍ୱାସ୍ଥ୍ୟ ଭଲ ରହିବା ସହିତ ମନ ପ୍ରସନ୍ନ ହେବ । ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ଧନଲାଭ ହେବାରୁ ଖୁସି ହେବେ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ପ୍ରିୟଜନ ମାନଙ୍କୁ ଆର୍ôଥକ ସାହାଯ୍ୟ କରିବାକୁ ବାଧ୍ୟ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ ।

ପ୍ରତିକାର- ହନୁମାନଙ୍କ ମନ୍ଦିରରେ ପେଡା ଭୋଗ ଲଗାନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :