• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 4th Mar To 10th Mar 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ..

ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।

Sagittarius

ଧନୁ

Monday 04 Mar 2024

ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶୀ ଉପକୃତ ହେବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଭଲ ଆୟର ପଥ ପରିଷ୍କାର କରିବେ । ଆର୍ôଥକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ ।

ପ୍ରତିକାର- ଗୁରୁବାର ଦିନ ଖେଚୁଡୀ ଭୋଗ ଲଗାନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :