• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 4th Mar To 10th Mar 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ..

ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।

Capricorn

ମକର

Monday 04 Mar 2024

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଭୋଗବିଳାସ ଓ ଆନନ୍ଦମୟ ସମୟ ସାଙ୍ଗକୁ ସୁସ୍ଥ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ ।

ପ୍ରତିକାର- ଦକ୍ଷିଣକାଳିଙ୍କର ମନ୍ଦିର ଦର୍ଶନ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :