• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 4th Sep To 10th Sept 2023: ଜାଣନ୍ତୁ, ଏହି ସପ୍ତାହରେ ଆପଣଙ୍କ ରାଶିରେ କ’ଣ ରହିଛି...

ବ୍ୟବସାୟୀମାନେ ସେମାନଙ୍କ ପରିବାରର ସଦସ୍ୟଙ୍କଠାରୁ ଦୂରରେ ରହିବେ । କର୍ମକ୍ଷେତ୍ରରେ କିଛି ନୂତନ କାମ ସୃଷ୍ଟି କରିବା ସକଶେ ଚିନ୍ତା କରି ପାରନ୍ତି। ଜାଣନ୍ତୁ, ଏହି ସପ୍ତାହରେ କେଉଁ ରାଶିରେ କ’ଣ ରହିଛି ଓ ଏହାର ପ୍ରତିକାର

Aries

ମେଷ

Monday 04 Sep 2023

ବୈବାହିକ ଜୀବନ ସବୁ ଦିନ ଅପେକ୍ଷା ଆଜି ଦିନଟା ସବୁଠୁ ଉତ୍ତମ ରହିବ । ପରିବାରରେ କୌଣସି ମହିଳାଙ୍କର ସ୍ୱାସ୍ଥ୍ୟ ଖରାପ ହେବା କାରଣରୁ ଆପଣ ଚିନ୍ତିତ ରହିବେ । ଆର୍ଥିକ କାରବାରକୁ ଯତ୍ନର ସହ ପରିଚାଳନା କରିବା ଆବଶ୍ୟକ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖା କରିବାକୁ ଯୋଜନା କରିପାରନ୍ତି । କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହିତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ। ପୈତୃକ ସମ୍ପତ୍ତିକୁ ନେଇ ଲାଗିଥିବା ବିବାଦର ସମାଧାନ ହୋଇଯିବ ।

ପ୍ରତିକାର- “ଓଁ  ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ପ୍ରତିକାର- “ଓଁ  ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ”  ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :