ବ୍ୟବସାୟୀମାନେ ସେମାନଙ୍କ ପରିବାରର ସଦସ୍ୟଙ୍କଠାରୁ ଦୂରରେ ରହିବେ । କର୍ମକ୍ଷେତ୍ରରେ କିଛି ନୂତନ କାମ ସୃଷ୍ଟି କରିବା ସକଶେ ଚିନ୍ତା କରି ପାରନ୍ତି। ଜାଣନ୍ତୁ, ଏହି ସପ୍ତାହରେ କେଉଁ ରାଶିରେ କ’ଣ ରହିଛି ଓ ଏହାର ପ୍ରତିକାର
ଅନ୍ୟମାନଙ୍କ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଲେ ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ । ଧାର୍ମିକ କାର୍ଯ୍ୟରେ ଆପଣଙ୍କର ଟଙ୍କା ବିନିଯୋଗ କରିବେ । ରାଜନୀତିରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ଅନେକ ଦିନରୁ ଲାଗି ରହିଥିବା ଦେହ ପୀଡାରୁ ମୁକ୍ତ ରହିବେ । ଚାକିରି ପରିବର୍ତ୍ତନ ପାଇଁ ଦିନଟି ଭଲ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି । ସମାଜରେ ମାନ ସମ୍ମାନ ପାଇ ପାରନ୍ତି ।
ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫