ବ୍ୟବସାୟୀମାନେ ସେମାନଙ୍କ ପରିବାରର ସଦସ୍ୟଙ୍କଠାରୁ ଦୂରରେ ରହିବେ । କର୍ମକ୍ଷେତ୍ରରେ କିଛି ନୂତନ କାମ ସୃଷ୍ଟି କରିବା ସକଶେ ଚିନ୍ତା କରି ପାରନ୍ତି। ଜାଣନ୍ତୁ, ଏହି ସପ୍ତାହରେ କେଉଁ ରାଶିରେ କ’ଣ ରହିଛି ଓ ଏହାର ପ୍ରତିକାର
ସଭା ସମିତି, କଚେରି ମାମଲା, ଚୁକ୍ତିପତ୍ର ଓ କଳା ସାହିତ୍ୟ, ସାଂସ୍କୃତିକ କାର୍ଯ୍ୟକ୍ରମରୁ ପ୍ରଶଂସିତ ହେବେ। କୌଣସି ଦ୍ରବ୍ୟପ୍ରାପ୍ତିରେ ଜଣେ ବ୍ୟକ୍ତି ସହଯୋଗ କରିପାରେ। ପାରିବାରିକ ଦ୍ୱନ୍ଦ୍ୱର ଅବସାନ ଘଟିବା ବଦଳରେ ବୃଦ୍ଧି ପାଇବ। ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରି ସ୍ଥଗିତ କାମ ତ୍ୱରାନ୍ୱିତ କରିପାରନ୍ତି। ବସ୍ତ୍ର, ଅଳଙ୍କାର, ଔଷଧପତ୍ର କିମ୍ବା ସୌଖିନ ଦ୍ରବ୍ୟ କ୍ରୟ କ୍ଷେତ୍ରରେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବାର ସମ୍ଭାବନା ରହିଛି।
ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫