ବ୍ୟବସାୟୀମାନେ ସେମାନଙ୍କ ପରିବାରର ସଦସ୍ୟଙ୍କଠାରୁ ଦୂରରେ ରହିବେ । କର୍ମକ୍ଷେତ୍ରରେ କିଛି ନୂତନ କାମ ସୃଷ୍ଟି କରିବା ସକଶେ ଚିନ୍ତା କରି ପାରନ୍ତି। ଜାଣନ୍ତୁ, ଏହି ସପ୍ତାହରେ କେଉଁ ରାଶିରେ କ’ଣ ରହିଛି ଓ ଏହାର ପ୍ରତିକାର
ଆପଣଙ୍କ ମଧୁର କଥାରେ ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଆନୁଷ୍ଠାନିକ କାମରେ ସଫଳତା ଦିଗକୁ ମନ ବଳାଇପାରନ୍ତି। ଅନ୍ୟମାନଙ୍କ ଭୁଲ୍ ଧାରଣା ଯୋଗୁ ନିନ୍ଦା ଶୁଣିବାର ସୂଚନା ରହିଛି। ଅନାବଶ୍ୟକ ଟେନସନ ଏବଂ ଚିନ୍ତା ଆପଣଙ୍କ ଜୀବନକୁ ନଷ୍ଟ କରିପାରେ । ବିଦ୍ୟାର୍ଥୀମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ । ଆପଣଙ୍କ ମନରେ କଣ ଅଛି କହିବାକୁ ଭୟ କରନ୍ତୁ ନାହିଁ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ପ୍ରଶାସନ, ପ୍ରକାଶନ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ।
ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮