ବ୍ୟବସାୟୀମାନେ ସେମାନଙ୍କ ପରିବାରର ସଦସ୍ୟଙ୍କଠାରୁ ଦୂରରେ ରହିବେ । କର୍ମକ୍ଷେତ୍ରରେ କିଛି ନୂତନ କାମ ସୃଷ୍ଟି କରିବା ସକଶେ ଚିନ୍ତା କରି ପାରନ୍ତି। ଜାଣନ୍ତୁ, ଏହି ସପ୍ତାହରେ କେଉଁ ରାଶିରେ କ’ଣ ରହିଛି ଓ ଏହାର ପ୍ରତିକାର
ବୈବାହିକ ଜୀବନ ସବୁ ଦିନ ଅପେକ୍ଷା ଆଜି ଦିନଟା ସବୁଠୁ ଉତ୍ତମ ରହିବ । ପରିବାରରେ କୌଣସି ମହିଳାଙ୍କର ସ୍ୱାସ୍ଥ୍ୟ ଖରାପ ହେବା କାରଣରୁ ଆପଣ ଚିନ୍ତିତ ରହିବେ । ଆର୍ଥିକ କାରବାରକୁ ଯତ୍ନର ସହ ପରିଚାଳନା କରିବା ଆବଶ୍ୟକ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖା କରିବାକୁ ଯୋଜନା କରିପାରନ୍ତି । କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହିତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ। ପୈତୃକ ସମ୍ପତ୍ତିକୁ ନେଇ ଲାଗିଥିବା ବିବାଦର ସମାଧାନ ହୋଇଯିବ ।
ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯