• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଜୁନ୍‌ ୫ ରୁ ଜୁନ୍ ୧୧, ୨୦୨୩: ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ

ଏହି ସପ୍ତାହରେ ଆକସ୍ମିକ ଖୁସି ଖବର ଶୁଣି ଆପଣଙ୍କ ଖୁସି ଆହୁରି ବଢିଯିବ । ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ । ଏହି ସପ୍ତାହରେ ଭ୍ରମଣର ଯୋଗ ରହିଛି । ଏହି ସପ୍ତାହରେ ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ।

Taurus

ବୃଷ

Monday 05 Jun 2023

ସ୍ୱାସ୍ଥ୍ୟକୁ ନେଇ  ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ । ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି । ସଞ୍ଚତ ଅର୍ଥ ଖର୍ଚ୍ଚ ହେବାର ଯୋଗ ରହିଛି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଶ୍ରେୟ ହାସଲ କରିବେ ।

ପ୍ରତିକାର – ଶୁକ୍ରଙ୍କର ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :