• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଜୁନ୍‌ ୫ ରୁ ଜୁନ୍ ୧୧, ୨୦୨୩: ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ

ଏହି ସପ୍ତାହରେ ଆକସ୍ମିକ ଖୁସି ଖବର ଶୁଣି ଆପଣଙ୍କ ଖୁସି ଆହୁରି ବଢିଯିବ । ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ । ଏହି ସପ୍ତାହରେ ଭ୍ରମଣର ଯୋଗ ରହିଛି । ଏହି ସପ୍ତାହରେ ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ।

Virgo

କନ୍ୟା

Monday 05 Jun 2023

ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ପାରିବାରିକ ପରିବେଶ ନକାରାତ୍ମକତା ଆଡକୁ ଗତି କରିପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :