• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଜୁନ୍‌ ୫ ରୁ ଜୁନ୍ ୧୧, ୨୦୨୩: ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ

ଏହି ସପ୍ତାହରେ ଆକସ୍ମିକ ଖୁସି ଖବର ଶୁଣି ଆପଣଙ୍କ ଖୁସି ଆହୁରି ବଢିଯିବ । ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ । ଏହି ସପ୍ତାହରେ ଭ୍ରମଣର ଯୋଗ ରହିଛି । ଏହି ସପ୍ତାହରେ ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ।

Libra

ତୁଳା

Monday 05 Jun 2023

ଆଖିରେ ଯନ୍ତ୍ରଣା ଅନୁଭବ କରିବା ସହିତ ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ନିଜ କାର୍ଯ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ । ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ । 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :