• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଜୁନ୍‌ ୫ ରୁ ଜୁନ୍ ୧୧, ୨୦୨୩: ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ

ଏହି ସପ୍ତାହରେ ଆକସ୍ମିକ ଖୁସି ଖବର ଶୁଣି ଆପଣଙ୍କ ଖୁସି ଆହୁରି ବଢିଯିବ । ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ । ଏହି ସପ୍ତାହରେ ଭ୍ରମଣର ଯୋଗ ରହିଛି । ଏହି ସପ୍ତାହରେ ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ।

Sagittarius

ଧନୁ

Monday 05 Jun 2023

ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ତେଣୁ ସାବଧାନ ରୁହନ୍ତୁ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ ।  ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ ।  ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।  

ପ୍ରତିକାର - ମା’ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :