• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 6th Nov to 12th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇପାରନ୍ତି । ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ ।

Aries

ମେଷ

Monday 06 Nov 2023

ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇବାକୁ ବାଧ୍ୟ ହେବେ । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ । ବ୍ୟକ୍ତିଙ୍କ ସହଯୋଗରୁ, ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ସାଂସାରୀକ ଦ୍ରବ୍ୟାଦି ଲାଭ କରିବାରେ ସୁଯୋଗ ପାଇବେ । ଅନ୍ୟମାନଙ୍କ ସହଯୋଗକାର ଠାରୁ ଉପକୃତ ହେବେ । ଚାକିରି କ୍ଷେତ୍ରରେ ବିରୋଧୀ ଦଳଙ୍କ ସଂଖ୍ୟା ବଢିପାରେ ।

ପ୍ରତିକାର- ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :