• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 6th Nov to 12th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇପାରନ୍ତି । ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ ।

Taurus

ବୃଷ

Monday 06 Nov 2023

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇପାରନ୍ତି । ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ । ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ ।

ପ୍ରତିକାର – ଓଁ ବ୍ରାଂ ବ୍ରୀଂ ବୈା ସଃ ବୁଧାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :