• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 6th Nov to 12th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇପାରନ୍ତି । ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ ।

Pisces

ମୀନ

Monday 06 Nov 2023

ସମ୍ମାନ ବୃଦ୍ଧି, କେତେକ ନୂତନ କାର୍ଯ୍ୟରେ ସଫଳତା ହାସଲ କରିବେ । ସୁସମ୍ବାଦ ପ୍ରାପ୍ତି ଓ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସହ ସମ୍ପର୍କ ସୃଷ୍ଟି ହେବାର ସୂଚନା ମିଳିପାରେ । ଜମି ବାଡି ସମ୍ବନ୍ଧୀୟ ମାମଲାରେ ଖର୍ଚ୍ଚାନ୍ତ ହୋଇ ବିଜୟୀ ଲାଭ କରପାରନ୍ତି । କାର୍ଯ୍ୟକ୍ଷେତ୍ରରେ ଧୈର୍ଯ୍ୟ ଧରି କାମ କରନ୍ତୁ ସଫଳ ହେବେ । ଆଜି ଦିନଟିରେ ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବେ । ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି ।

ପ୍ରତିକାର- ଓଁ ଗ୍ରାଂ ଗ୍ରୀଂ ଗୈା ସଃ ଗୁରବେ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :