• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 6th Nov to 12th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇପାରନ୍ତି । ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ ।

Gemini

ମିଥୁନ

Monday 06 Nov 2023

ପରିବାରର ପରିସ୍ଥିତିକୁ ନେଇ ମନ ଭାରାକ୍ରାନ୍ତ ରହିବ । ଅପେକ୍ଷା କରିଥିବା ଖବରଟି ନପାଇ ବ୍ୟସ୍ତ ହୋଇପଡିବେ । ମନବଳ ଯୋଗୁ ବହୁ ବିପଦରୁ ରକ୍ଷା ପାଇବେ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ନିଜର ଜିନିଷ ଅନ୍ୟକୁ ଦେଇ ଅପମାନିତ ହେବେ । ପଡୋଶୀଙ୍କ ସହ ଚତୁରତାର ସହ କଥା କହି କାର୍ଯ୍ୟ ହାସଲ କରିବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ ।

ପ୍ରତିକାର- ଓଁ ହାଂ ହ୍ରୀଂ ହୈା ସଃ ସୂର୍ଯ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :