• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 6th Nov to 12th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇପାରନ୍ତି । ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ ।

Leo

ସିଂହ

Monday 06 Nov 2023

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସାଙ୍ଗକୁ ପ୍ରକଳ୍ପ କାର୍ଯ୍ୟରେ ଅଗ୍ରଗତି ଘଟିବ । କର୍ମକ୍ଷେତ୍ରରେ ନିଜର ଲୋକ ମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ପ୍ରକାରର ଅସୁବିଧା ନ ହୋଇ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁଙ୍କୁ ଅବଶ୍ୟ ଆପଣଙ୍କୁ କିଛିଟା ସାହାଯ୍ୟ ମିଳିବ ।

ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର୍ଯ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :