• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 6th Nov to 12th Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇପାରନ୍ତି । ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ ।

Libra

ତୁଳା

Monday 06 Nov 2023

ଆଗାମୀ ସମୟର ଅନାଗତ ସମସ୍ୟା ବିଷୟ ଚିନ୍ତାକରି ମନରେ ସରସତା ଆଗଭଳି ରହିବ ନାହିଁ । ନିର୍ମାଣ କାର୍ଯ୍ୟ, ମାଲିମକଦ୍ଦମା, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ । ସହକର୍ମୀ ମାନଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଯାନବାହନ ଦୁର୍ଘଟଣା, ଜମିବଡି ବ୍ୟାପାରରେ ବୃଥା ବ୍ୟୟ, ଅଧ୍ୟୟନରେ ଆଗକୁ ବଢିପାରନ୍ତି । ପରିବହନରେ କିଛି ସମସ୍ୟା ଦେଖାଦେବ କିନ୍ତୁ ସେଥିରୁ ସହଜରେ ମୁକୁଳି ଯିବେ ।

ପ୍ରତିକାର- ଓଁ ଦ୍ରାଂ ଦ୍ରୀଂ ଦୌ ସଃ ଶୁକ୍ରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :