• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 7th August to 13 August: ଏହି ସପ୍ତାହରେ ବ୍ୟବସାୟରେ ‍କ୍ଷତି ହେବ, ମାନସିକ ଅଶାନ୍ତି ଦେଖାଦେବ

କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ। ପ୍ରତିକାର ପାଇଁ କରିବେ କଣ ଜାଣନ୍ତୁ...

Taurus

ବୃଷ

Monday 07 Aug 2023

ଶାରୀରିକ ସୁସ୍ଥତା ଅନୁଭବ କରିବେ। ବ୍ୟବସାୟରେ ଉନ୍ନତି କରିବେ। କିଛି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା ବାତିଲ୍ ହୋଇପାରେ। ସଂଘର୍ଷ କରି ବିଜୟ ଲାଭ ପାଇବେ। ଭାଇଙ୍କ ଠାରୁ ସାହାଯ୍ୟ ସହଯୋଗ ଲାଭ କରିପାରନ୍ତି । ପ୍ରେମ ସମ୍ପର୍କରେ ଦୃଢତା ଆଣିବେ । କର୍ମରେ ଯୋଜନା ମୁତାବକ କାମ କରିଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଭାଗିଦାରୀ ବ୍ୟବସାୟ ପାଇଁ ସାହାର୍ଯ୍ୟ ସହଯୋଗ ଅଚାନକ ମିଳିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱ ପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଗୃହ ନିର୍ମାଣ କରିବାରେ ଅଧିକ ଖର୍ଚ୍ଚ କରିବାକୁ ପଡିବ।

ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS