• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 7th August to 13 August: ଏହି ସପ୍ତାହରେ ବ୍ୟବସାୟରେ ‍କ୍ଷତି ହେବ, ମାନସିକ ଅଶାନ୍ତି ଦେଖାଦେବ

କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ। ପ୍ରତିକାର ପାଇଁ କରିବେ କଣ ଜାଣନ୍ତୁ...

Aquarius

କୁମ୍ଭ

Monday 07 Aug 2023

କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ। ଶିକ୍ଷାର୍ଥୀମାନଙ୍କୁ ଆଶାନୁରୂପ ଫଳ ପାଇବା ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ। ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ଯଦି ପୂର୍ବରୁ କୈାଣସି ବ୍ୟକ୍ତିଙ୍କ ସହ ବାଦ ବିବାଦ ହୋଇଥାଏ , ତାହା ମଧ୍ୟ ସମାଧାନ ହୋଇଯିବ । ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ । ଜାଗା, ଜମି ଆଦି କ୍ରୟ କରିବାର ସୁଯୋଗ ଅଛି।

ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS