• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 7th August to 13 August: ଏହି ସପ୍ତାହରେ ବ୍ୟବସାୟରେ ‍କ୍ଷତି ହେବ, ମାନସିକ ଅଶାନ୍ତି ଦେଖାଦେବ

କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ। ପ୍ରତିକାର ପାଇଁ କରିବେ କଣ ଜାଣନ୍ତୁ...

Pisces

ମୀନ

Monday 07 Aug 2023

ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ଆଖି ଜନିତ, ସ୍ନାୟବିକ ଜନିତ ସମସ୍ୟା ଦେଖାଦେଇପାରେ। ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିପାରେ। କର୍ମ କ୍ଷେତ୍ରରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ୱ ଦେଇ ଆନନ୍ଦ ଉଲ୍ଲାସରେ ସମୟ ଅତିବାହିତ କରିବେ। ପରିବାର ସଦସ୍ୟଙ୍କ ସବୁ ଦାୟିତ୍ୱକୁ ପୂରଣ କରିବେ। ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପୂର୍ବରୁ କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି। ଉତ୍ତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS