କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ। ପ୍ରତିକାର ପାଇଁ କରିବେ କଣ ଜାଣନ୍ତୁ...
ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ। କୌଶଳ କ୍ରମେ କାର୍ଯ୍ୟସିଦ୍ଧି ହେବ। ପତୀ ପତ୍ନୀଙ୍କ ମଧ୍ୟରେ ଭଲ ବୁଝାବଣା ହେବା ସହିତ ଦାମ୍ପତ୍ୟ ଜୀବନରେ ସୁଖ ଆସିବ। ନିଜର ପରିଶ୍ରମରେ ଅନେକ ପରିବର୍ତ୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ । ପଡୋସୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ପୁଞ୍ଜି ଲଗାଣ, ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ସାଧାରଣ ଲୋକଙ୍କୁ ସାହାର୍ଯ୍ୟ କରି ଖୁସି ଅନୁଭବ କରିବେ । କର୍ମ କ୍ଷେତ୍ରରେ ବାଧା ଆସିଲେ ମଧ୍ୟ ସଫଳତା ହାସଲ କରିବେ।
ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫