• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 7th August to 13 August: ଏହି ସପ୍ତାହରେ ବ୍ୟବସାୟରେ ‍କ୍ଷତି ହେବ, ମାନସିକ ଅଶାନ୍ତି ଦେଖାଦେବ

କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ। ପ୍ରତିକାର ପାଇଁ କରିବେ କଣ ଜାଣନ୍ତୁ...

Cancer

କର୍କଟ

Monday 07 Aug 2023

ଯେଉଁ କାର୍ଯ୍ୟ କରିବାକୁ ଚେଷ୍ଟା କରିବେ ତାହା ସହଜରେ ସମ୍ପନ୍ନ ହୋଇଯିବ । ମିତ୍ରଙ୍କ ସାହାର୍ଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ ।ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି । ରାଜନିତିରେ ଆଗ୍ରହ ବଢିପାରେ । ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । ସରକାରୀ ଚାକିରିଆ ମାନେ ଅତ୍ୟଧିକ ଚାପରେ ରହିବେ । ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କରିଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ନିଜର ଖର୍ଚ୍ଚ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ ।

ପ୍ରତିକାର- “ଓଁ ଶ୍ରୀଂ କ୍ରୀଂ ଚଂ ଚନ୍ଦ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS