• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 7th August to 13 August: ଏହି ସପ୍ତାହରେ ବ୍ୟବସାୟରେ ‍କ୍ଷତି ହେବ, ମାନସିକ ଅଶାନ୍ତି ଦେଖାଦେବ

କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ। ପ୍ରତିକାର ପାଇଁ କରିବେ କଣ ଜାଣନ୍ତୁ...

Leo

ସିଂହ

Monday 07 Aug 2023

ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସଂକ୍ରମଣ ଦେଖାଦେଇପାରେ । ଅନ୍ୟ ମାନଙ୍କ ପ୍ରତି ଆପଣଙ୍କ ବ୍ୟବହାର ଭଲ ରହିବା ଉଚିତ୍ । ଧନ ସଞ୍ଚୟ କରିବା ପାଇଁ କିଛି ସଂଘର୍ଷ ମଧ୍ୟ କରିବାକୁ ପଡିପାରେ । ବାସସ୍ଥାନ ବା ଯାନବାହନର ନବୀକରଣ ସୁଯୋଗ ପ୍ରାପ୍ତି ହେବ । ଛାତ୍ରଛାତ୍ରି ମାନେ ପଢା ପଢିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷା ହାସଲ କରିବେ । ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ । ସେୟାର ମାର୍କେଂଟରେ ଲାଭାଂଶ କମାଇ ପାରନ୍ତି । କୈାଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ।

ପ୍ରତିକାର- “ଓଁ ହ୍ଲୀଂ ହ୍ଲୀଂ ସୂର୍ଯ୍ୟାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS