• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 7th August to 13 August: ଏହି ସପ୍ତାହରେ ବ୍ୟବସାୟରେ ‍କ୍ଷତି ହେବ, ମାନସିକ ଅଶାନ୍ତି ଦେଖାଦେବ

କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ। ପ୍ରତିକାର ପାଇଁ କରିବେ କଣ ଜାଣନ୍ତୁ...

Virgo

କନ୍ୟା

Monday 07 Aug 2023

ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କର ବିଶ୍ୱସ୍ଥ ଭାଜନ ହେବେ । ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିଲେ ଭଲ ହେବ । ସାମାଜିକ କ୍ଷେତ୍ରରେ ମାନ୍ୟତା ଅର୍ଜ୍ଜନ କରିବେ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ।

ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS