କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ। ପ୍ରତିକାର ପାଇଁ କରିବେ କଣ ଜାଣନ୍ତୁ...
ଖାଦ୍ୟପେୟ ଓ ଜୀବନ ଶୈଳୀରେ ସାବଧାନତା ରହିଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ। ମିତ୍ରଙ୍କ ସାହାର୍ଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ। ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ଦୂରେଇ ଯାଇଥିବା ବନ୍ଧୁ ପୁଣି ନିକଟବର୍ତ୍ତୀ ହେବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇବେ। ମାତ୍ରାଧିକ ଆୟ ଅପେକ୍ଷା ବ୍ୟୟ ପରି ଅଶୁଭ ସି୍ଥତି ସତ୍ୱେ , ଶତୃ ମାନେ ପରାଜିତ ହେବେ।
ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬