• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 7th August to 13 August: ଏହି ସପ୍ତାହରେ ବ୍ୟବସାୟରେ ‍କ୍ଷତି ହେବ, ମାନସିକ ଅଶାନ୍ତି ଦେଖାଦେବ

କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ। ପ୍ରତିକାର ପାଇଁ କରିବେ କଣ ଜାଣନ୍ତୁ...

Sagittarius

ଧନୁ

Monday 07 Aug 2023

କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସଫଳତା ଅର୍ଜନ କରିବେ। ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ। ବହୁତ ଅଯଥା ଭ୍ରମଣ କରିବାକୁ ପଡିପାରେ। ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ। ଧନଧାନ୍ୟ, ମାନସମ୍ମାନ ପ୍ରତିଷ୍ଠା ବୃଦ୍ଧି ପାଇବ। ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ୍ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଠିତ ହେବା ସହ ଗୁହକୁ ସମ୍ପର୍କୀୟ ମାନଙ୍କର ଆଗମନ ହେବ।

ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS