କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ। ପ୍ରତିକାର ପାଇଁ କରିବେ କଣ ଜାଣନ୍ତୁ...
ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ବ୍ୟୟ ବୃଦ୍ଧି ହେବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ଯାନବାହନ, ବାସଗୃହ କ୍ରୟ କରିବାର ସୁବିଧା ପାଇବେ । ସନ୍ତାନଙ୍କର ଭବିଷ୍ୟତ ପାଇଁ ଯୋଜନା କରି ପୁଞି ନିବେଶ କରିବେ। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ।
ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮