• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 7th August to 13 August: ଏହି ସପ୍ତାହରେ ବ୍ୟବସାୟରେ ‍କ୍ଷତି ହେବ, ମାନସିକ ଅଶାନ୍ତି ଦେଖାଦେବ

କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ। ପ୍ରତିକାର ପାଇଁ କରିବେ କଣ ଜାଣନ୍ତୁ...

Capricorn

ମକର

Monday 07 Aug 2023

ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ବ୍ୟୟ ବୃଦ୍ଧି ହେବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ଯାନବାହନ, ବାସଗୃହ କ୍ରୟ କରିବାର ସୁବିଧା ପାଇବେ । ସନ୍ତାନଙ୍କର ଭବିଷ୍ୟତ ପାଇଁ ଯୋଜନା କରି ପୁଞି ନିବେଶ କରିବେ। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ।

ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS