• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୮ରୁ ଏପ୍ରିଲ ୧୪ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ସାହିତ୍ୟ ଓ କଳା କ୍ଷେତ୍ରରେ ସମ୍ମାନ ପାଇବେ । ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ଏହି ସପ୍ତାହରେ ଜୀବନ ସାଥୀଙ୍କ ସହିତ ଏକ ଦୃଢ଼ ସମ୍ପର୍କ ଗଢ଼ିବେ ।

Pisces

ମୀନ

Monday 08 Apr 2024

ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ ଓ ବକେୟା ଅର୍ଥ ଆଦାୟ ହେବ । ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରି ପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ । ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ କ୍ଷ

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :