• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୮ରୁ ଏପ୍ରିଲ ୧୪ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ସାହିତ୍ୟ ଓ କଳା କ୍ଷେତ୍ରରେ ସମ୍ମାନ ପାଇବେ । ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ଏହି ସପ୍ତାହରେ ଜୀବନ ସାଥୀଙ୍କ ସହିତ ଏକ ଦୃଢ଼ ସମ୍ପର୍କ ଗଢ଼ିବେ ।

Gemini

ମିଥୁନ

Monday 08 Apr 2024

ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । ସାହିତ୍ୟ ଓ କଳା କ୍ଷେତ୍ରରେ ସମ୍ମାନ ପାଇବେ । ଅନେକ ଗୁଡିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳୀବ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି । ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :