• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୮ରୁ ଏପ୍ରିଲ ୧୪ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ସାହିତ୍ୟ ଓ କଳା କ୍ଷେତ୍ରରେ ସମ୍ମାନ ପାଇବେ । ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ଏହି ସପ୍ତାହରେ ଜୀବନ ସାଥୀଙ୍କ ସହିତ ଏକ ଦୃଢ଼ ସମ୍ପର୍କ ଗଢ଼ିବେ ।

Cancer

କର୍କଟ

Monday 08 Apr 2024

ପ୍ରଚୁର ତାଜା ଫଳ ଏବଂ ପନିପରିବା ଖାଇବାକୁ ଚେଷ୍ଟା କରନ୍ତୁ ଯାହା ଆପଣଙ୍କୁ ଶକ୍ତି ଦେବ । ଆପଣ ଦୀର୍ଘ ସମୟ କାମ କରିବାକୁ ସମର୍ଥ ହେବେ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ୱ ବିକଶିତ ହେବାସହ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବା ସହ ପୂର୍ବ ଶତୃମାନେ ପଛଘାଞ୍ଚା ଦେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ମାଲିମକଦ୍ଦମା, ବିବାଦୀୟ ପରିସ୍ଥିତି କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ମିଳିବ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ବାଇଗଣୀ

ଶୁଭ ସଂଖ୍ୟା :