• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୮ରୁ ଏପ୍ରିଲ ୧୪ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ସାହିତ୍ୟ ଓ କଳା କ୍ଷେତ୍ରରେ ସମ୍ମାନ ପାଇବେ । ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ଏହି ସପ୍ତାହରେ ଜୀବନ ସାଥୀଙ୍କ ସହିତ ଏକ ଦୃଢ଼ ସମ୍ପର୍କ ଗଢ଼ିବେ ।

Leo

ସିଂହ

Monday 08 Apr 2024

ପାରିବାରିକ ଜୀବନ ସ୍ନେହଭରା ରହିବ । ଆପଣଙ୍କର ସାଥୀ ଆପଣଙ୍କର ଲକ୍ଷ୍ୟ ହାସଲ କରିବାରେ ସାହାଯ୍ୟ କରିବେ । କୌଣସି କାର‌୍ୟ୍ୟରେ ଅଧିକ ସମୟ ଦେବାକୁ ପଡ଼ିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଫଳ ପାଇବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବିଦ୍ୟାର୍ଥୀ ମାନେ କଠିନ ପରିଶ୍ରମ କରିବେ । ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :