• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୮ରୁ ଏପ୍ରିଲ ୧୪ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ସାହିତ୍ୟ ଓ କଳା କ୍ଷେତ୍ରରେ ସମ୍ମାନ ପାଇବେ । ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ଏହି ସପ୍ତାହରେ ଜୀବନ ସାଥୀଙ୍କ ସହିତ ଏକ ଦୃଢ଼ ସମ୍ପର୍କ ଗଢ଼ିବେ ।

Virgo

କନ୍ୟା

Monday 08 Apr 2024

ସ୍ୱାସ୍ଥ୍ୟ ଚିନ୍ତା ଆପଣ ସାମ୍ନା କରିବେ । ଜୀବନ ସାଥୀଙ୍କ ସହିତ ଏକ ଦୃଢ଼ ସମ୍ପର୍କ ଗଢ଼ିବେ । କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ । ଶାରିରୀକ ଅସୁସ୍ଥତା ଦୂରହେବା ସହ ସାମାଜିକ କ୍ଷେତ୍ରରେ ନିଜର ପରାକ୍ରମ ବଢିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାଇବେ ଓ ପାରିବାରିକ ଜୀବନ ସୁଖରେ କଟିବ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :