• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୮ରୁ ଏପ୍ରିଲ ୧୪ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ସାହିତ୍ୟ ଓ କଳା କ୍ଷେତ୍ରରେ ସମ୍ମାନ ପାଇବେ । ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ଏହି ସପ୍ତାହରେ ଜୀବନ ସାଥୀଙ୍କ ସହିତ ଏକ ଦୃଢ଼ ସମ୍ପର୍କ ଗଢ଼ିବେ ।

Scorpio

ବିଛା

Monday 08 Apr 2024

କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଉତ୍ସାହିତ ହେବେ । ବିଦ୍ୟାର୍ଥୀଙ୍କ ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ସ୍ୱାସ୍ଥ୍ୟ ସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ଦୀର୍ଘ ସମୟ ଅତିକ୍ରାନ୍ତ ପରେ ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ନିଜର କଥା ଓ ବ୍ୟବହାରରେ ସଂଯମତା ଅବଲମ୍ବନ କଲେ ଉପକୃତ ହୋଇପାରିବେ

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ସଂଖ୍ୟା :