• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୮ରୁ ଏପ୍ରିଲ ୧୪ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ସାହିତ୍ୟ ଓ କଳା କ୍ଷେତ୍ରରେ ସମ୍ମାନ ପାଇବେ । ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ଏହି ସପ୍ତାହରେ ଜୀବନ ସାଥୀଙ୍କ ସହିତ ଏକ ଦୃଢ଼ ସମ୍ପର୍କ ଗଢ଼ିବେ ।

Sagittarius

ଧନୁ

Monday 08 Apr 2024

ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ପ୍ରତ୍ୟେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ ।

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :