• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୮ରୁ ଏପ୍ରିଲ ୧୪ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ସାହିତ୍ୟ ଓ କଳା କ୍ଷେତ୍ରରେ ସମ୍ମାନ ପାଇବେ । ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ଏହି ସପ୍ତାହରେ ଜୀବନ ସାଥୀଙ୍କ ସହିତ ଏକ ଦୃଢ଼ ସମ୍ପର୍କ ଗଢ଼ିବେ ।

Capricorn

ମକର

Monday 08 Apr 2024

ସନ୍ତୁଳିତ ଖାଦ୍ୟ ବଜାୟ ରଖିବାକୁ ଚେଷ୍ଟା କରିବା ଉଚିତ । ପରିବାର ସଦସ୍ୟଙ୍କ ସହ ଯୁକ୍ତିତର୍କ ହୋଇପାରେ । ବିବାହିତ ଜୀବନରେ କିଛି ସମସ୍ୟା ସୃଷ୍ଟି ହୋଇପାରେ । ନୂତନ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପୁରାତନ ରୋଗ ପ୍ରକୋପର ଉପସମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :