• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 8th Jan to 14th Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି ।

Aries

ମେଷ

Monday 08 Jan 2024

ବରିଷ୍ଠ ବ୍ୟକ୍ତିଙ୍କ ଆର୍ଶୀବାଦ ପାଇ କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ପ୍ରଶଂସିତ ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ ଓ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ । ବନ୍ଧୁମାନଙ୍କର ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ସହଯୋଗୀଙ୍କ ଯୋଗୁଁ ଭଲ କାର୍ଯ୍ୟ କରି ପ୍ରଶଂସା ପାଇବେ । ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ ।
ପ୍ରତିକାର- ହନୁମାନଙ୍କ ପୂଜା ସହିତ ଚାଳିଶା ପାଠ କରନ୍ତୁ । 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :