• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 8th Jan to 14th Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି ।

Sagittarius

ଧନୁ

Monday 08 Jan 2024

ବନ୍ଧୁ ବାନ୍ଧବଙ୍କ ଦିଗରୁ ସ୍ୱାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ କଲେ ବିପଦରେ ପଡିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ତେଣୁ ସାବଧାନତା ରକ୍ଷା କରି ଯିବା ଆସିବା କରନ୍ତୁ ।
ପ୍ରତିକାର- ମା ତାରାଙ୍କର ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :