ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି ।
ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତାହା ଆଗେଇ ନବା ଉଚିତ୍ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।
ପ୍ରତିକାର- ମା ଶାରଳାଙ୍କର ଆରଧନା କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮