• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 27 Nov To 03 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ ।

Aries

ମେଷ

Monday 27 Nov 2023

ଆର୍ଥିକ ବୃଦ୍ଧି ହେବା ଫଳରେ ସ୍ଥାନମାନ ପ୍ରତି ବିପଦ କଟିଯିବ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂରହୋଇ ବର୍ତମାନ ସୁଖର ସ୍ୱପ୍ନ ଦେଖିପାରିବେ । ସମସ୍ତ କ୍ଷେତ୍ରରେ ଜୟଜୟକାର ହେବ । ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ସବୁଥିରେ ସଫଳତା ମିଳି ସମସ୍ତ ଚିନ୍ତା ଦୂର ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ । ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ନିର୍ମାଣଧୀନ କାମରେ, ଯୋଗାଯୋଗ, ବୟବସାୟିକ,କ୍ରୀଡା, ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ପ୍ରତିବନ୍ଧକ ଦୂର ହେବ । ପୁରୁଣା ଦିନର ରାଗ ଶୁଝାଇବାକୁ ଯାଇ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ । ଆବଶ୍ୟକତା ପୂରଣ ସକାଶେ କରଜ କରିପାରନ୍ତି ।

ପ୍ରତିକାର-ହନୁମାନଙ୍କ ପୂଜା ସହିତ ଚାଳିସା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :