• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 27 Nov To 03 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ ।

Taurus

ବୃଷ

Monday 27 Nov 2023

କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟାରେ ଉନ୍ନତି କରିବେ । ସାହିତ୍ୟ, କଳା, କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ମିଳିବ । ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଯ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ ।

ପ୍ରତିକାର-ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :