• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 27 Nov To 03 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ ।

Aquarius

କୁମ୍ଭ

Monday 27 Nov 2023

ପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ କରିବେ। ପାରଷ୍ପରିକ ସହାନୁଭୂତି ମାଧ୍ୟମରେ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଚେଷ୍ଟା କରୁଥିବା କାମରେ, କଚେରି ମାମଲାରେ, ଜମିଜମା ବିବାଦରେ, ଉପକୃତ ହେବ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ୍ । ଅଧ୍ୟୟନରେ ମନ୍ଥର ହେବା ଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । କର୍ମକ୍ଷେତ୍ରରେ ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେଇପାରେ ।

ପ୍ରତିକାର-ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :