• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 27 Nov To 03 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ ।

Pisces

ମୀନ

Monday 27 Nov 2023

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପ୍ରେମୀଯୁଗଳମାନେ ଏକାନ୍ତରେ ସମୟ ବିତାଇବେ । ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତକୁ ଆସିବ । କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମ ସମ୍ପନ୍ନରେ ଅସୁବିଧା ହେବ ନାହିଁ। ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି,ଫଳରେ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନାକୁ ଏଡି ହେବ ନାହିଁ।

ପ୍ରତିକାର-ଶ୍ରୀ କୃଷ୍ଣ ଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :