• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 27 Nov To 03 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ ।

Gemini

ମିଥୁନ

Monday 27 Nov 2023

ଦାମ୍ପତ୍ୟ ଜୀବନ ସୁଖମୟ ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଅଯଥା ଖର୍ଚ୍ଚାନ୍ତ ହୋଇ ପାରନ୍ତି । ବ୍ୟବସାୟ ରେ ସମସ୍ୟା ବଡ ଆକାର ଧାରଣ କରିବାର ସମ୍ଭାବନା ରହିଛି । ସ୍ୱାସ୍ଥ୍ୟଗତ ସମସ୍ୟା ସମାଧାନ ସକାଶେ ଅନ୍ୟର ପରାମର୍ଶକୁ ଗ୍ରହଣ କରିବାକୁ ଶ୍ରେୟସ୍କର ମନେ କରିବେ । ସମସ୍ୟା ଲାଗି ରହିଥିଲେ ମଧ୍ୟ କାମଗୁଡିକୁ ସମ୍ପନ୍ନ କରିବେ ।

ପ୍ରତିକାର-ତ୍ରିପୁରା ସୁନ୍ଦରୀଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :