• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 27 Nov To 03 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ ।

Cancer

କର୍କଟ

Monday 27 Nov 2023

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ପରିକ୍ରମ ବୃଦ୍ଧି ପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି କାମ କରିବା ଦ୍ୱାରା ସମାଲୋଚନାର ପାତ୍ର ହେବାକୁ ପଡିପାରେ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣତା ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ, ପରିବହନରେ କିମ୍ବା ମାଲିମକଦ୍ଦମାରେ ସଫଳତା ପାଇବେ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବା ସହ ପରିବାରରେ ସୁଖଶାନ୍ତି ଅନୁଭବ କରିବେ ।

ପ୍ରତିକାର-ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :