• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 27 Nov To 03 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ ।

Leo

ସିଂହ

Monday 27 Nov 2023

ବ୍ୟବସାୟ କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତି ବିସ୍ତାର କରି ପାରିବେ । ପରିବାରରେ ସମୟ ବିତେଇବେ ଓ ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇ ପାରେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ଶତ୍ରୁଙ୍କ ସହିତ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବା ସହ ବନ୍ଧୁମିତ୍ର ଓ ସହଯୋଗୀଙ୍କ ଦ୍ୱାରା ଆଶାତୀତ ସହଯୋଗ ମିଳିବ । ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ମଧ୍ୟରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଆର୍ଥିକ ଅନଟନକୁ ଦୂରେଇବାରେ ପଡୋଶୀଙ୍କ ଅବଦାନ ଅବିସ୍ମରଣୀୟ ରହିବ । ହୋଟେଲ ଶିଳ୍ପ, ଲୌହ, ଷ୍ଟେସନାରୀ ବ୍ୟବସାୟରେ ଲାଭବାନ୍ ହେବେ ।

ପ୍ରତିକାର-ମାତଙ୍ଗୀ ଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :