• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 27 Nov To 03 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ ।

Libra

ତୁଳା

Monday 27 Nov 2023

ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ । ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । କାରବାରରେ ଉନ୍ନତି ହେବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ଅତି ନିକଟତର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟି ହେବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ପ୍ରକାଶ କରିପାରିବେ ନାହିଁ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯତ୍ନ କଲେ ନିଶ୍ଚିତ ସଫଳତା ଅର୍ଜନ କରିବେ । କେତେକ କ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି ।

ପ୍ରତିକାର-ପର୍ଶୁରାମଙ୍କୁ ପୂଜା ଅର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :